ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆବୁଧାବିର କ୍ରାଉନ୍ ଏଚ୍ ଏଚ୍‍ ଶେଖ ମହମ୍ମଦ ବିନ୍ ଜାଏଦ ଅଲ ନାହାନଙ୍କ ମଧ୍ୟରେ ଟେଲିଫୋନ୍ ବାର୍ତ୍ତାଳାପ ହୋଇଛି । ଦୁଇ ନେତା ଭାରତ-ୟୁଏଇର ବ୍ୟାପକ ରଣନୀତିକ ଭାଗିଦାରୀ ଅଧୀନରେ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗରେ ଜାରି ଅଗ୍ରଗତିର ସକରାତ୍ମକ ଭାବରେ ମୂଲ୍ୟାଙ୍କନ କରିଛନ୍ତି । କୋଭିଡ -୧୯ ମହାମାରୀ ସମୟରେ ଭାରତୀୟ ସମ୍ପ୍ରଦାୟ ପାଇଁ ୟୁଏଇର ସମର୍ଥନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଅକ୍ଟୋବର ୧, ୨୦୨୧ ରୁ ଦୁବାଇରେ ଅନୁଷ୍ଠିତ ହେବାକୁ ଥିବା ଏକ୍ସପୋ -୨୦୨୦ ପାଇଁ ସେ ଶୁଭେଚ୍ଛା ଜଣାଇଛନ୍ତି ।

ଉଭୟ ନେତା ଆଞ୍ଚଳିକ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିଥିଲେ । ବିଶ୍ୱରେ ଆତଙ୍କବାଦ ଏବଂ ଉଗ୍ରବାଦ ପାଇଁ କୌଣସି ସ୍ଥାନ ନାହିଁ ବୋଲି ସେମାନେ ସହମତ ହୋଇଥିଲେ ଏବଂ ଏହିପରି ଶକ୍ତି ବିରୁଦ୍ଧରେ ଆନ୍ତର୍ଜାତୀୟ ସମ୍ପ୍ରଦାୟ କିଭଳି ମିଳିତ ଭାବେ ଛିଡା ହେବେ ତାହା ଉପରେ ଗୁରୁତ୍ୱାରୋପ କରିଥିଲେ ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
PLI, Make in India schemes attracting foreign investors to India: CII

Media Coverage

PLI, Make in India schemes attracting foreign investors to India: CII
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ନଭେମ୍ବର 21, 2024
November 21, 2024

PM Modi's International Accolades: A Reflection of India's Growing Influence on the World Stage