ମହାମାନ୍ୟଗଣ,

ଆପଣମାନଙ୍କ ବଚନବଦ୍ଧତା ପାଇଁ ମୁଁ ପ୍ରତେକଙ୍କୁ ଧନ୍ୟବାଦ ଜଣାଇବାକୁ ଚାହୁଁଛି ।

ଆପଣମାନଙ୍କ ଚିନ୍ତାଧାରା ଆଜିର ଉପଗ୍ରହ ପ୍ରକ୍ଷେପଣ ଅବସରରେ ଭାବନା ଆକାରରେ ଗୁଞ୍ଜରିତ ହେଉଛି ।

ଦକ୍ଷିଣ ଏସୀୟ ଉପଗ୍ରହ ଆମକୁ ଏହି ବାର୍ତ୍ତା ଦେଉଛି ଯେ ସମଭାବାପନ୍ନ ରାଷ୍ଟ୍ରଗୁଡିକ ମଧ୍ୟରେ ଆଞ୍ଚଳିକ ସହଯୋଗ ଆକାଶ ଭଳି ଅସିମୀତ ହେବା ଉଚିତ । "ସବକା ସାଥ ସବକା ବିକାଶ", ଦକ୍ଷିଣ ଏସିଆରେ କାର୍ଯ୍ୟ ଏବଂ ସହଯୋଗ ବୃଦ୍ଧି କରିବାରେ ମାର୍ଗଦର୍ଶନ କରିବ ।

ଏବଂ ଆମ ଲୋକମାନଙ୍କ ଅର୍ଥନୈତିକ ସମୃଦ୍ଧି ହାସଲ କରିବା ଲାଗି ଆମର ପ୍ରମୁଖ ଲକ୍ଷ୍ୟ ସାଧିତ ହୋଇପାରିବ । ଏବଂ ଏହା ଭିତରେ ଆପଣମାନେ ଏକ ସୁଦୃଢ ତଥା ସମର୍ପିତ୍ତ ସହଯୋଗୀ ଭାବେ ଭାରତକୁ ପାଇପାରିବେ ଯାହା ବାସ୍ତବରେ ସେହି ସଂକଳ୍ପ ଓ ସିଦ୍ଧାନ୍ତରେ ବିଶ୍ଵାସ କରିଥାଏ ।

ଆଜି ଦକ୍ଷିଣ ଏସୀୟ ଉପଗ୍ରହ ପ୍ରକ୍ଷେପଣ ସମାରୋହକୁ ଉପଭୋଗ କରିବା ଲାଗି ମୋ ସହିତ ଉପସ୍ଥିତ ରହିଥିବାରୁ ମୁଁ ପୁଣିଥରେ ଆପଣମାନଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି ।

ଆପଣମାନଙ୍କ ସୁଦୃଢ ଏବଂ ନିରନ୍ତର ସହଯୋଗ କାରଣରୁ ଏହି ପରିକଳ୍ପନା ବାସ୍ତବ ରୂପ ନେଇପାରିଛି ।

ଆଞ୍ଚଳିକ ଅଭିବୃଦ୍ଧି ଏବଂ ସମୃଦ୍ଧି ଲାଗି ଆମ ସମସ୍ତଙ୍କ ସାଧାରଣ ଏବଂ ସାମୁହିକ ଉଦ୍ୟମର ଆନନ୍ଦ ଉପଭୋଗ କରିବା ଲାଗି ବାରମ୍ବାର ଏପରି ଅବସର ମିଳୁ ବୋଲି ଶେଷରେ ମୁଁ ଆଶା କରୁଛି ।

ଧନ୍ୟବାଦ । ବହୁତ ବହୁତ ଧନ୍ୟବାଦ ।

  • krishangopal sharma Bjp January 15, 2025

    नमो नमो 🙏 जय भाजपा 🙏🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷
  • krishangopal sharma Bjp January 15, 2025

    नमो नमो 🙏 जय भाजपा 🙏🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹
  • krishangopal sharma Bjp January 15, 2025

    नमो नमो 🙏 जय भाजपा 🙏🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷
  • Anju Sharma March 29, 2024

    modiji jindabad
  • Milind Salunke March 23, 2024

    MODI ki guarantee
  • Sunita devi March 21, 2024

    जय श्री राम
  • Kunwar Sarvesh Kumar January 08, 2024

    जय श्रीराम
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Cabinet approves $2.7 billion outlay to locally make electronics components

Media Coverage

Cabinet approves $2.7 billion outlay to locally make electronics components
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2025
March 29, 2025

Citizens Appreciate Promises Kept: PM Modi’s Blueprint for Progress