ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ ପୁଷ୍କର ଧାମୀ ଏବଂ ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ଅଭିନନ୍ଦନ । ଉତ୍ତରାଖଣ୍ଡର ପ୍ରଗତି ଏବଂ ସମୃଦ୍ଧି ଦିଗରେ କାର୍ଯ୍ୟ କରୁଥିବାରୁ ଏହି ଦଳକୁ ମୋର ଶୁଭକାମନା” ।
Congratulations to Shri @pushkardhami and all others who took oath today. Best wishes to this team as they work towards the progress and prosperity of Uttarakhand.
— Narendra Modi (@narendramodi) July 4, 2021