Quoteପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ବିତ କମ୍ପ୍ଲେକ୍ସ "କର୍ମଯୋଗୀ ଭବନ"ର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ
Quoteରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ
Quoteଅନଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ପ୍ରଶିକ୍ଷଣ ଦେବେ ନବନିଯୁକ୍ତ କର୍ମଚାରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୨, ୨୦୨୪ ପୂର୍ବାହ୍ନ ସାଢେ ୧୦ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ୱିତ କମ୍ପ୍ଲେକ୍ସ "କର୍ମଯୋଗୀ ଭବନ"ର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ । ଏହି କମ୍ପ୍ଲେକ୍ସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ ।

ସାରା ଦେଶରେ ୪୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭାଗ ଏବଂ ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି। ନୂତନ ନିଯୁକ୍ତମାନେ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗଦେବେ ଯେଉଁଥିରେ ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ଆଣବିକ ଶକ୍ତି ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ,  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ,  ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ମନ୍ତ୍ରଣାଳୟ ବିଭିନ୍ନ ପଦବୀ ସାମିଲ୍ ରହିଛି।

ରୋଜଗାର ମେଳା ହେଉଛି ଦେଶରେ ରୋଜଗାର ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କରିବ ଏବଂ ଜାତୀୟ ବିକାଶରେ ଯୁବକମାନଙ୍କ ସଶକ୍ତୀକରଣ ଏବଂ ପ୍ରତ୍ୟକ୍ଷ ଅଂଶଗ୍ରହଣ ପାଇଁ ଲାଭଦାୟକ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଥିରେ 'ଯେକୌଣସି ସ୍ଥାନରେ ଯେକୌଣସି ଡିଭାଇସ୍' ଶିକ୍ଷଣ ଫର୍ମାଟ ପାଇଁ ୮୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

 

  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • Pooja Vernakar October 29, 2024

    very good point
  • Hridayjit Pathak Hridayjit Pathak. October 28, 2024

    HRIDAYJIT PATHK BJP
  • Dr Mahima singh Rathore October 28, 2024

    🌹🌹🌹🌹
  • GAGAN KHEMARIYA April 18, 2024

    BJP
  • GAGAN KHEMARIYA April 18, 2024

    BJP
  • GAGAN KHEMARIYA April 18, 2024

    BJP
  • GAGAN KHEMARIYA April 18, 2024

    BJP 2K
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Cabinet approves $2.7 billion outlay to locally make electronics components

Media Coverage

Cabinet approves $2.7 billion outlay to locally make electronics components
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2025
March 29, 2025

Citizens Appreciate Promises Kept: PM Modi’s Blueprint for Progress