Quoteଗ୍ରାମୀଣ ଏବଂ ସହରାଞ୍ଚଳର ପାରମ୍ପରିକ କାରିଗର ଏବଂ ଶିଳ୍ପକାର ହେବେ ଉପକୃତ
Quoteଯୋଜନା ପାଇଁ ଖର୍ଚ୍ଚ ହେବ ମୋଟ୍ ୧୩ ହଜାର କୋଟି ଟଙ୍କା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଆଜି ପାଞ୍ଚ ବର୍ଷ (୨୦୨୩-୨୪ ଆର୍ଥିକ ବର୍ଷ ଠାରୁ ୨୦୨୭-୨୮ ଆର୍ଥିକ ବର୍ଷ) ପାଇଁ ୧୩ ହଜାର କୋଟି ଟଙ୍କାର ଆର୍ଥିକ ବ୍ୟୟବରାଦ ସହିତ ଏକ ନୂତନ କେନ୍ଦ୍ରୀୟ କ୍ଷେତ୍ର ଯୋଜନା "ପିଏମ୍ ବିଶ୍ୱକର୍ମା"କୁ ଅନୁମୋଦନ କରାଯାଇଛି । ନିଜର ହାତ ଓ ପାରମ୍ପରିକ ଉପକରଣରେ କାର୍ଯ୍ୟ କରୁଥିବା କାରିଗର ଏବଂ ଶିଳ୍ପକାରଙ୍କୁ ଗୁରୁ-ଶିଷ୍ୟ ପରମ୍ପରା ବା ପରିବାର ଭିତ୍ତିକ ପାରମ୍ପରିକ କୌଶଳ ଅଭ୍ୟାସକୁ ସୁଦୃଢ଼ କରିବା ପ୍ରୋତ୍ସାହନ ଦେବା ଏହି ଯୋଜନାର ଉଦ୍ଦେଶ୍ୟ ।

ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଅଧୀନରେ କାରିଗର ଏବଂ ଶିଳ୍ପୀମାନଙ୍କୁ ପିଏମ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟପତ୍ର ପ୍ରଦାନ ଦିଆଯାଇ ମାନ୍ୟତା ଦିଆଯିବ। ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା (ପ୍ରଥମ ପର୍ଯ୍ୟାୟ) ଏବଂ ୨ ଲକ୍ଷ ଟଙ୍କା (ଦ୍ୱିତୀୟ ପର୍ଯ୍ୟାୟ) ପର୍ଯ୍ୟନ୍ତ ଋଣ ସହାୟତା   ପ୍ରଦାନ କରାଯିବ। ଏହି ଯୋଜନାରେ ଦକ୍ଷତା ଉନ୍ନତି, ଉପକରଣ ପାଇଁ ସହାୟତା, ଡିଜିଟାଲ କାରବାର ପାଇଁ ପ୍ରୋତ୍ସାହନ ଏବଂ ମାର୍କେଟିଂ ସହାୟତା ପ୍ରଦାନ କରାଯିବ। ଏହି ବେଉସା ମଧ୍ୟରେ ରହିଛି ବଢ଼େଇ, ଡଙ୍ଗା ନିର୍ମାତା, ଅସ୍ତ୍ରନିର୍ମାତା, କମାର, ହାତୁଡ଼ି ଓ ଉପକରଣ ନିର୍ମାତା, ତାଲା କାରିଗର, ବଣିଆ, କୁମ୍ଭାର, ମୂର୍ତ୍ତିକାରିଗର, ପଥର କଟାଳି, ମୋଚି, ଜୋତା କାରିଗର, ରାଜମିସ୍ତ୍ରୀ, ଝୁଡ଼ି/ମସିଣା/ଝାଡ଼ୁ/କପା ବୁଣାକାର, ଖେଳନା ଓ କଣ୍ଢେଇ କାରିଗର (ପାରମ୍ପରିକ), ଭଣ୍ଡାରୀ, ମାଳୀ, ଧୋବା, ଦରଜି ଓ ମାଛ ଜାଲ ନିର୍ମାତା।

 

  • Jitendra Kumar May 20, 2025

    🙏🙏🙏
  • Reena chaurasia September 08, 2024

    BJP BJP
  • Reena chaurasia September 08, 2024

    BJP BJP
  • Babla sengupta December 31, 2023

    Babla sengupta
  • prabhakar December 29, 2023

    🙏🙏🙏🙏🙏🙏🙏
  • Dileep Kumar D August 23, 2023

    Pl. update the official website address for #PMVISHWAKARMA scheme to avoid misinformation as even google listed only 1 domain by UP Govt. by dil_sec
  • Dr.Prof.C.Periasami August 22, 2023

    Good Efforts for Vishvakarma - small , village cottage occupations.Thanks to Modi ji.www.globalneedsac.org
  • Monu Verma August 21, 2023

    महोदय हम हिंदी भाषा में बात करते हैं कोई असुविधा तो नही होगी आपको
  • Ram Ghoroi August 19, 2023

    🙏🙏
  • Srinivasan Astrologer August 19, 2023

    verynice
Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
PM Modi announces Mission Sudarshan Chakra to revolutionise national security by 2035

Media Coverage

PM Modi announces Mission Sudarshan Chakra to revolutionise national security by 2035
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles the passing of Nagaland Governor Thiru La. Ganesan Ji
August 15, 2025

Prime Minister Shri Narendra Modi today condoled the passing of Nagaland Governor Thiru La. Ganesan Ji. Shri Modi hailed him as a devout nationalist, who dedicated his life to service and nation-building.

In a post on X, he said:

“Pained by the passing of Nagaland Governor Thiru La. Ganesan Ji. He will be remembered as a devout nationalist, who dedicated his life to service and nation-building. He worked hard to expand the BJP across Tamil Nadu. He was deeply passionate about Tamil culture too. My thoughts are with his family and admirers. Om Shanti.”

“நாகாலாந்து ஆளுநர் திரு இல. கணேசன் அவர்களின் மறைவால் வேதனை அடைந்தேன். தேச சேவைக்கும், தேசத்தைச் சிறப்பாகக் கட்டமைக்கவும் தமது வாழ்க்கையை அர்ப்பணித்த ஒரு உண்மையான தேசியவாதியாக அவர் எப்போதும் நினைவுகூரப்படுவார். தமிழ்நாடு முழுவதும் பிஜேபி-யின் வளர்ச்சிக்கு அவர் கடுமையாக உழைத்தார். தமிழ் கலாச்சாரத்தின் மீது அவருக்கு மிகுந்த ஆர்வம் இருந்தது. எனது எண்ணங்கள் அவரது குடும்பத்தினருடனும் அவரது ஆதரவாளர்களுடனும் உள்ளன. ஓம் சாந்தி.”