ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ବିଟର ରେ ପୋଷ୍ଟ କରିଛନ୍ତି:
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
Chief Minister of West Bengal, @MamataOfficial Ji, met PM @narendramodi. pic.twitter.com/3imP8iD0Et
— PMO India (@PMOIndia) March 1, 2024