ଯେତେବେଳେ ସମ୍ପୂର୍ଣ୍ଣ ସୁସ୍ଥତା ଏବଂ ମାନସିକ ଶାନ୍ତି ବିଷୟ ଉପରେ କଥା ଆସେ ସଦ୍‌ଗୁରୁ ଜଗ୍‌ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିଛନ୍ତି ବୋଲି ମନ୍ତବ୍ୟ ଦେବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ‘ପରୀକ୍ଷା ପେ ଚର୍ଚ୍ଚା’ର ଚତୁର୍ଥ ଏପିସୋଡ ଦେଖିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

ମାଇଗଭ୍‌ଇଣ୍ଡିଆ ପକ୍ଷରୁ ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି :

“ଯେତେବେଳେ ସମ୍ପୂର୍ଣ୍ଣ ସୁସ୍ଥତା ଏବଂ ମାନସିକ ଶାନ୍ତି କଥା ଆସେ, ସେତେବେଳେ ସଦ୍‌ଗୁରୁ ଜଗ୍‌ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱମାନଙ୍କ ମଧ୍ୟରେ ଅନ୍ୟତମ ରହିଥାନ୍ତି । ମୁଁ ସମସ୍ତ ପରୀକ୍ଷା ଯୋଦ୍ଧା, ଏପରିକି ତାଙ୍କର ମାତା-ପିତା ଏବଂ ଶିକ୍ଷକମାନଙ୍କୁ ଆସନ୍ତାକାଲି, ଫେବୃଆରୀ ୧୫ରେ ‘ପରୀକ୍ଷା ପେ ଚର୍ଚ୍ଚା’ ଏପିସୋଡ୍ ଦେଖିବାକୁ ଅନୁରୋଧ କରୁଛି ।”

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Govt: 68 lakh cancer cases treated under PMJAY, 76% of them in rural areas

Media Coverage

Govt: 68 lakh cancer cases treated under PMJAY, 76% of them in rural areas
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 19, 2025
March 19, 2025

Appreciation for India’s Global Footprint Growing Stronger under PM Modi